Wed, Feb 17 | 10:05 p.m.
ତାମିଲନାଡୁରେ ୩୨,୭୦୦ କୋଟିର ତୈଳ ଓ ଗ୍ୟାସ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ ସରକାର ତୈଳ ଏବଂ ଗ୍ୟାସ ଭିତିଭୂମି ସୃଷ୍ଟି କରିବା ପାଇଁ ତାମିଲନାଡୁରେ ୩୨ ହଜାର ୭୦୦ କୋଟିର ତୈଳ ଓ ଗ୍ୟାସ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ର