ବିଏମସିର ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସକୁ ନେଇ ହାଇକୋର୍ଟରେ ମାମଲା ଦାୟର ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ ପର୍ଯ୍ୟନ୍ତ ହାଇକୋର୍ଟଙ୍କ ବିଚାର ନ ଆସିଛି, ସେ ପର୍ଯ୍ୟନ୍ତ ବର୍ଦ୍ଧିତ ହୋଲ୍ଡିଂ ଟ୍ୟାକ୍ସ ସ୍ଥଗିତ ରଖାଗଲା : ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା...
#ArgusNews #Odisha #Assembly #Holding_Tax #BMC CMO Odisha