ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଦୁଇ ଦିନିଆ କେନ୍ଦ୍ରାପଡା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତକାଲି କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ପରେ ଜିଲ୍ଲାର ତିନିମୁହାଣୀ ରାମ ମନ୍ଦିର ପରିସରରେ ହଜାର ହଜାର ବିଜେପି କର୍ମୀଙ୍କ ସମେତ ସାଧାରଣ ଜନତା ମନ୍ତ୍ରୀଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ପରେ ତିନି ମୁହାଣି ଛକରେ ଥିବା ମହାପୁରୁଷ ବୀର ସୁରେନ୍ଦ୍ର ସାଏ ଓ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପର୍ଣ କରିଥିଲେ.....
#ArgusNews #Odisha #Kendrapada Dharmendra Pradhan
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app