ସୁନ୍ଦରଗଡରେ ଏମ୍ସ ନିର୍ମାଣ ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଚିଠି ଲେଖିବା ପରେ କେନ୍ଦ୍ରୀୟ ଟିମ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏନଟିପିସି ନିର୍ମାଣ କରିଥିବା ମେଡିକାଲ କଲେଜ ବିଲ୍ଡିଂ ବୁଲି ଦେଖିଛି ଏହି ଟିମ । ଅନ୍ୟପଟେ ସୁନ୍ଦରଗଡରେ ଏମ୍ସ ନିର୍ମାଣ ହେଲେ ପଶ୍ଚିମ ଓଡ଼ିଶାରେ ଚିକିତ୍ସା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆସିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି....
#ArgusNews #Odisha #Sundargarh #AIIMS #NTPC