କଟକ ଏସସିବି ମେଡିକାଲରେ ଫ୍ୟାନ ଖସିବା ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଏଥିପାଇଁ ଦାୟୀ କରି ଶବକୁ ନେଇ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ମୃତକଙ୍କ ପରିବାର ବର୍ଗ....
#ArgusNews #Odisha #Cuttack #SCB #Fan #Death