ଐତିହ ସୁରକ୍ଷା ନେଇ ଟୁଇଟର ୱାର୍....ଟୁଇଟରରେ ମୁହାଁମୁହିଁ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ....ଏକାମ୍ର କ୍ଷେତ୍ରରେ ଥିବା ଅନନ୍ତ ବାସୁଦେବ ମନ୍ଦିର ଓ ବ୍ରହ୍ମେଶ୍ୱର ମନ୍ଦିର ଉପରୁ ଏନଏମଏର ବାଇ-ଲକୁ ତୁରନ୍ତ କେନ୍ଦ୍ର ସରକାର ପ୍ରତ୍ୟାହାର କରିବାକୁ ନବୀନ ଦାବି କରିଥିବା ବେଳେ ନବୀନଙ୍କୁ ଦୃଢ ଜବାବ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ....
#ArgusNews #Odisha #CMO_Odisha #Dharmendra_Pradhan #War_with_Twitter
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app