ଆରପାରିରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ । ଏସସିବି କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଡି. ପ୍ରକାଶ ରାଓଙ୍କ ମୃତ୍ୟୁ ହୋଇଥିବା ସୂଚନା । ତେବେ ଦୀର୍ଘଦିନ ଧରି ସେ ଏସସିବି କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ବ୍ରେନ ଷ୍ଟ୍ରୋକରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।
#DPrakashRao #ArgusNews #Padmashree