କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ନିଆଁ । ୱେଷ୍ଟ ମ୍ୟାନେଜମେଣ୍ଟରେ ଆଜି ସକାଳୁ ସକାଳୁ ନିଆଁ ଲାଗିଥିବା ଜଣାପଡିଛି । ତେବେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁ ଲାଗିବାର କାରଣ ଜଣାପଡିନଥିବା ବେଳେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ..
#ArgusNews #Odisha #Keonjhar #FireMishape #Fire
ଅଧିକ ଖବର ପାଇଁ ଡ଼ାଉନଲୋଡ କରନ୍ତୁ “Argus News” ଆପ୍
https://argusnews.in/app