ମାଲକାନଗିରି ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ନିଜଆଡୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିସନ । ମାର୍ଚ୍ଚ 30 ସୁଦ୍ଧା ତଦନ୍ତ କରି ରିପୋର୍ଟ ଦେବାକୁ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କମିସନ୍ । ସେପଟେ ଅଭିଯୋଗକୁ ଅସ୍ବୀକାର କରିଛନ୍ତି ଏସଡିପିଓ....
#ArgusNews #Odisha #Malkangiri #Third_Degree #SDPO #State_Human_Right_Commission