ଲଗାଣ ବର୍ଷାରେ ଭିଜିଲା ଓଡ଼ିଶା ।
ଆଜି୧୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା । ଅନେକ ସ୍ଥାନରେ ବଜ୍ରପାତ ସମ୍ଭାବନା । ଆଜି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି
#Weather #Rain #Lowpressure #ArgusNews #Odisha