ଆସନ୍ତା ୫ ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାକୁ ଯାଉଛି । ଦକ୍ଷିଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି ।
#WeatherNews #HeavyRains #WeatherUpdateNews #ArgusNews
Be the first to know any news. You will get latest stories and video updates through the day. You can turn them off anytime.