ଆଜିଠୁ ବଢ଼ିବ ତାତି। ମାର୍ଚ୍ଚ ପ୍ରଥମ ସପ୍ତାହରେ କିଛି ସ୍ଥାନରେ ୪୦ରୁ ୪୨ ଡିଗ୍ରି ହୋଇପାରେ ଆସନ୍ତା ୫ ଦିନ ଯାଏ ଓଡ଼ିଶାରେ ଶୁଖିଲା ରହିବ ପାଗ। ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ।
#ArgusNews #WeatherNews #temprature #Odisha