କଟକ କନ୍ଦରପୁରରେ ହତ୍ୟାକାଣ୍ଡ । କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କୁ ଭୁଜାଲିରେ ହାଣି ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି । ଗୁରୁତର ଅବସ୍ଥାରେ ସୁଦର୍ଶନଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହତ୍ୟାକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । #odisha #kandarpur #SudarshanSatpathi #ArgusNews #MurderCase