୬ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶର ଟୁଡୁ। କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ବିଶ୍ବେଶର ପ୍ରଥମ ଓଡିଶା ଗସ୍ତରେ ଆସିଛନ୍ତି। ଆଜି ରାଷ୍ଟ୍ରମନ୍ତ୍ରୀ ଭୁବନେଶ୍ବରରୁ ବାହାରି ବାଲେଶ୍ବର ଦେଇ ବାରିପଦା ଗସ୍ତ କରିବେ । ଆସନ୍ତା ୮, ୯, ୧୦ ଓ ୧୧ ତାରିଖ ଦିନ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତକରି ଦଳୀୟ ଏବଂ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ।
#Odisha #ArgusNews #BishweswarTudu #Mayurbhanj #MPMayurbhanj #visit