ବଲାଙ୍ଗିରର ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଚାର୍ଜସିଟ୍ ଦାଖଲ । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ଡ୍ରାଇଭର ରାଧେ ନାଁରେ ଚାର୍ଜସିଟ୍ ଦାଖଲ କଲା ବଲାଙ୍ଗିର ପୋଲିସ । ବଙ୍ଗୋମୁଣ୍ଡା JMFC କୋର୍ଟରେ ଦାଖଲ କରାଯାଇଛି ଚାର୍ଜସିଟ୍ ।
#MamitaMeher #MamitaMeherCase #JusticeForMamita #GobindaSahu #Chargesheet #Odisha #ArgusNews