ପିପିଲିର ସ୍ୱପ୍ନେଶ୍ୱର ମନ୍ଦିର ଏବଂ ରତ୍ନଚିରା ଉପତ୍ୟକାକୁ ନେଇ ଚିନ୍ତା I ସଂସ୍କୃତିମନ୍ତ୍ରୀ ଜି.କିଷାନ ରେଡ୍ଡୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଧର୍ମେନ୍ଦ୍ର ପ୍ରଧାନ I ଐତିହ୍ୟର ପୁନରୁଦ୍ଧାର ଓ ରକ୍ଷଣାବେକ୍ଷଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି I ବିପଦଜ୍ଜନକ ଅବସ୍ଥାରେ ପିପିଲିର ସ୍ୱପ୍ନେଶ୍ୱର ମନ୍ଦିର । ଯାହାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ I
#ArgusNews #Odisha #Pipli Dharmendra Pradhan