ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ୍ ଅନ୍ତର୍ଗତ ଫତେପୁର ପଞ୍ଚାୟତରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ କରି ଚାଲିଥିବା ଆମରଣ ଅନଶନ ଆଜି ପଞ୍ଚମ ଦିନରେ ପହଞ୍ଚିଥିବା ବେଳେ ଏ ପର୍ଯ୍ୟନ୍ତ ପ୍ରଶାସନ ନୀରବ ବସିଛି
#Jajpur #Binjharpur #Strike #Corruption #noactiontaken #Odisha #ArgusNews