ବାଲ୍ୟ ବିବାହ ଏକ ଦଣ୍ଡନୀୟ ଅପରାଧ । ଏଥିପାଇଁ ଜନ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲିଛି । ସରକାରୀ ନୀତି ନିୟମ ମଧ୍ୟ ପ୍ରଣୟନ ହେଉଛି । ପୋଲିସ ପ୍ରଶାସନ ବି ଏପରି ଅପରାଧ ବନ୍ଦ ପାଇଁ ତତ୍ପର । ହେଲେ ଏବେ ବି ସାରା ରାଜ୍ୟରେ ବାଲ୍ୟ ବିବାହ ଏକ ସମସ୍ୟା ହୋଇ ଠିଆ ହୋଇଛି.....
#TheArgus #OdishaNews #Child_Marrige