ପାନୀୟ ଜଳର ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଆଜି ବି ଅନେକ ଗାଁର ଲୋକେ ପାଣି ପାଇଁ ହାହାକାର ହେଉଛନ୍ତି । ଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ...
#Argusnews #Odisha #Ganjam #Bhanjanagar #Water_Problem