ଗମନାଗମନର ସୁବିଧା ପାଇଁ ସରକାର ରାସ୍ତା ନିର୍ମାଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମିଲିଭଗତରେ ହରିଲୁଟ ହେଉଛି ଲକ୍ଷ ଲକ୍ଷ ଟଙ୍କା । ଫଳରେ ସାଧାରଣ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏମିତି ଏକ ଅଭିଯୋଗ ଆସିଛି ପୁରୀ ଜିଲ୍ଲା ଡ଼େଲାଙ୍ଗ ଅଞ୍ଚଳରୁ ....
#ArgusNews #Odisha #Puri #Pipili #Low_Quality_Road_Word