New Cyclone Threat / ପୁଣି ଆଉ ଏକ ବାତ୍ୟା ମାଡ଼ି ଆସୁଛି; ୩ଦିନରେ ଅତି ଭୀଷଣ ବାତ୍ୟାର ରୂପ ନେଇପାରେ
·1 hour ago·3 min read

Key Points
ପୁଣି ବଙ୍ଗୋପସାଗରରେ ଆଉ ଏକ ବାତ୍ୟା
ଦ୍ରୁତ ଗତିରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି
ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ପ୍ରଭାବ ?
ଦ୍ରୁତ ଗତିରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି
ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ପ୍ରଭାବ ?
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବା ସମ୍ଭାବନା । ବର୍ତ୍ତମାନ ଘଣ୍ଟାପ୍ରତି ୮ କିଲୋମିଟର ବେଗରେ ଆଗକୁ ବଢୁଛି। ଏହା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ବିଶାଖାପାଟନମ ଠାରୁ ୮୨୦ କିଲୋମିଟର ଏବଂ ଓଡ଼ିଶାର ଗୋପାଳପୁର ଠାରୁ ୯୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି। ଏହି ଗଭୀର ଅବପାତଟି ଅଧିକ ଘନୀଭୂତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବାର ପ୍ରବଳ ସମ୍ଭାବନା ରହିଛି । ଏହାପରେ ଏହା ଆହୁରି ଶକ୍ତିଶାଳୀ ହୋଇ ଏକ 'ଅତି ଭୀଷଣ ବାତ୍ୟା' ଭାବେ ଆସନ୍ତା ୧୯ ତାରିଖ ରାତି ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ନିକଟତର ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
- କେବେ କରିବ ଲ୍ୟାଣ୍ଡଫଲ୍ ?
- ଓଡ଼ିଶାରେ ହିଟ୍ କଲେ କଣ ହେବ ?
- ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପଢନ୍ତୁ ଏହି ଖବର: ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ! ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ଅବପାତ
- ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା
Related Topics
Explore more stories