School Closed Tomorrow / ଆସୁଛି ବାତ୍ୟା ଅର୍ଣ୍ଣବ: ଆସନ୍ତାକାଲି କଟକ ଜିଲ୍ଲାରେ ସବୁ ସ୍କୁଲ ବନ୍ଦ
·1 hour ago·2 min read

Key Points
ବାତ୍ୟା ଅର୍ଣ୍ଣବ ପାଇଁ ଆସନ୍ତାକାଲି କଟକ ଜିଲ୍ଲାରେ ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ
ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ସବୁ ବନ୍ଦ ରହିବ
କେବଳ ଆସନ୍ତାକାଲି ଗୋଟିଏ ଦିନ ପାଇଁ ହିଁ ବନ୍ଦ ରହିବ ଏହି ସବୁ ଶିକ୍ଷାନୁଷ୍ଠାନ

ସମୁଦ୍ର ଭିତରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ‘ଅର୍ଣ୍ଣବ’ । ଘଣ୍ଟାପ୍ରତି ୨୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଏହି ବାତ୍ୟା । ବର୍ତ୍ତମାନ ଏହା ଗୋପାଳପୁରଠାରୁ ଦକ୍ଷିଣରେ ପ୍ରାୟ ୩୮୦ କିଲୋମିଟର ଦୂରରେ ଥିବା ବେଳେ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ।''
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପାଇଁ ସବୁ ଜିଲ୍ଲାରେ ଚାଲିଛି ପ୍ରସ୍ତୁତି। ବାତ୍ୟା 'ଅର୍ଣ୍ଣବ' ପାଇଁ ଆସନ୍ତାକାଲି କଟକ ଜିଲ୍ଲାରେ ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ। ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ର ସବୁ ବନ୍ଦ ରହିବ। କେବଳ ଆସନ୍ତାକାଲି ଗୋଟିଏ ଦିନ ପାଇଁ ହିଁ ବନ୍ଦ ରହିବ ଏହି ସବୁ ଶିକ୍ଷାନୁଷ୍ଠାନ। କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ସୂଚନା।''ଏହାସହ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ସବୁ ସ୍କୁଲ ଓ କଲେଜ ବନ୍ଦ ରହିବ। ଏହାସହ ଦୁଇ ଦିନ ପାଇଁ ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପୁରୀ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଜିଲ୍ଲାରେ ସ୍କୁଲ, କଲେଜ ବନ୍ଦ ହୋଇଛି। ଛାତ୍ରଛାତ୍ରୀଙ୍କୁ ଘରେ ସୁରକ୍ଷିତ ରହିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି।''
.କେଉଁ କେଉଁ ଜିଲ୍ଲାରେ ସ୍କୁଲ ଛୁଟି ?
ସେପଟେ ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଛୁଟି ଘୋଷଣା । ଆଜି ଅପରାହ୍ନ ୧ ଘଟିକା ଠାରୁ ଓ ଆସନ୍ତାକାଲି ପର୍ଯ୍ୟନ୍ତ ବନ୍ଦ ରହିବା ସ୍କୁଲ । ଏନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି । ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ।''
ଏଥିସହ ପଢ଼ନ୍ତୁ: ପ୍ରବଳ ବେଗରେ ମାଡ଼ି ଆସୁଛି ବାତ୍ୟା 'ଅର୍ଣ୍ଣବ': ଏହି ଝଡ଼ଗୁଡ଼ିକ କେଉଁ ଋତୁରେ ହୁଏ ଏବଂ କିପରି ସୃଷ୍ଟି ହୁଏ?

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଅନ୍ୟପକ୍ଷେ ଜଗିତସିଂହପୁର ଜିଲ୍ଲାରେ ଦୁଇଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ଜେ.ସୋନଲ। ସବୁ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।''
ପାଣିପାଗ ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ବାତ୍ୟା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାପରେ ଗତିପଥରେ ପରିବର୍ତ୍ତନ କରି ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବା ସହ ଆନ୍ଧ୍ରପ୍ରଦେଶ ଓ ୟାନାମ ଉପକୂଳ ଆଡ଼କୁ ଅଗ୍ରସର ହେବ । ଆସନ୍ତାକାଲି ପୂର୍ବାହ୍ନରେ ଆନ୍ଧ୍ରପ୍ରଦେଶର ବାପଟଲା ଓ ବିଶାଖାପାଟଣା ମଧ୍ୟବର୍ତ୍ତୀ ଉପକୂଳ ଅଞ୍ଚଳରେ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିପାରେ । ଏହାସହ ପବନର ଝଟକା ଘଣ୍ଟାପ୍ରତି ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି ।''
ଅଧିକ ପଢ଼ନ୍ତୁ ପାଣିପାଗ ଖବର:

Related Topics
Explore more stories