Videos
|
Weather-calamities

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା , ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·1 year ago
ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା , ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ

Key Points

ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ପାଇଁ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ । ପବନର ବେଗ ୩୦ରୁ ୪୦ କିମି ରହିପାରେ ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: