Odisha Weather Update / ରାଜ୍ୟରେ ବର୍ଷାର ତାଣ୍ଡବ; ୬ ଜିଲ୍ଲାକୁ ରେଡ୍ ଆଲର୍ଟ, ବନ୍ୟା ଆଶଙ୍କା
·1 hour ago·1 min read

Key Points
ରାଜ୍ୟ ତମାମ ଜାରି ରହିଛି ବର୍ଷା
ଆଗକୁ ଆହୁରି ଭୀଷଣ ବର୍ଷା ଆଶଙ୍କା
ଆଗାମୀ ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା । ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବାକୁ ଯାଉଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ରାଜ୍ୟରେ ଭୀଷଣ ବର୍ଷା ସହ ଆଗାମୀ ୪ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ।
ନଦୀଗୁଡ଼ିକର ଉପରମୁଣ୍ଡରେ ଜଳସ୍ତର ବୃଦ୍ଧି ସହ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି । ୨୭ ତାରିଖ ଯାଏଁ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଏବଂ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି ହୋଇଥିବାବେଳେ ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ବାଲେଶ୍ୱର, ନୟାଗଡ଼ ଓ ବୌଦ୍ଧକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଅଧିକ ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷିବ; ୬ ଜିଲ୍ଲାକୁ ରେଡ୍ ଆଲର୍ଟ, ତଳିଆ ଅଞ୍ଚଳରେ ଆସିପାରେ ବନ୍ୟା
ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ର ପାନପୋଷଠାରେ ସର୍ବାଧିକ ୯୮.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ଲାଗି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ସମେତ ୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories