Odisha Weather / ୩ରୁ ୫ ଡିଗ୍ରୀ ଖସିବ ପାରଦ, କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଜାରି
·17 mins ago·1 min read

Key Points
ବିଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ିରା ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଆଗାମୀ ୨୪ ଘଣ୍ଟାରେ ଘନ କୁହୁ଼ଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
ଭୁବନେଶ୍ଵର: ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରୁ ନେଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମୁଦ୍ର ପତ୍ତନର ୦.୯ କିଲୋମିଟର ଉପରେ ଏକ ଟ୍ରଫ୍ ରହିଛି । ଆଗାମୀ ୭ ଦିନ ପର୍ଯ୍ୟନ୍ତ ପାଗରେ ସେଭଳି ବଡ଼ ପରିବର୍ତ୍ତନ ଆସିବ ନାହିଁ ।
ବିଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ିରା ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଆଗାମୀ ୨୪ ଘଣ୍ଟାରେ ଘନ କୁହୁ଼ଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ୫ ଜିଲ୍ଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ମାଲକାନଗିରି ।
ଏଥିସହ ପଢ଼ନ୍ତୁ: ଖାସ୍ ବାଲିଯାତ୍ରା ପାଇଁ ଚାଲିବ ୫୦ଟି ଆମ ବସ୍; ଏଇଠୁ ଚଢିବେ ଯାତ୍ରୀ
ସେହିଭଳି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ଆକଳନ କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ଆଗାମୀରୁ ୩ରୁ ୪ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି । ତେଣୁ, ଶୀତ ବଢ଼ିବ ।
ଏଥିସହ ପଢ଼ନ୍ତୁ: ସହାୟତାରୁ ବଞ୍ଚିତ ହେବେନି କୌଣସି ଯୋଗ୍ୟ ଚାଷୀ, ରାସନ କାର୍ଡ ନଥିଲେ ବି ମିଳିବ ଅର୍ଥ
ବିଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିଛି । ତଥାପି ବିଭିନ୍ନ ସ୍ଥାନରେ ପାରଦ ସ୍ଵାଭାବିକ ଠାରୁ ୪ରୁ ୫ ଡିଗ୍ରୀ ସେଲସିୟସ୍ ଅଧିକ ରହିଛି ।