Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଗୃହ ବିଭାଗର ନିଷ୍ପତ୍ତି, ଡିଏସପି ରାଙ୍କ ଅଫିସରଙ୍କୁ ବଦଳି କରିପାରିବେନି ପୋଲିସ ଡିଜି
ଭୁବନେଶ୍ୱର: ରାଜ୍ୟ ଗୃହ ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଆଉ ଡିଏସପି ରାଙ୍କ ଅଫିସରଙ୍କୁ ବଦଳି କି ନିଯୁକ୍ତି କରିପାରିବେନି ପୋଲିସ ଡିଜି । ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ଗୃହ ବିଭାଗ ସଚିବଙ୍କ ନେତୃତ୍ବରେ ଏକ କମିଟି ଗଢ଼ାଯିବ । ସେହି କମିଟି ହିଁ ଡିଏସପି, ଏଏସପି, ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ, ଡେପୁଟି କମାଣ୍ଡାଣ୍ଟଙ୍କର ବଦଳି ବ
ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ
ଅର୍ଗସ ବ୍ୟୁରୋ: ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ନିତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ । ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ । ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଯୋଗଦେଇଛନ୍ତି । ପୁନର୍ଗଠିତ ନିତି ଆୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷ ରହିଥିବା ବେଳେ ୪ ଜଣ ସ୍ଥାୟ