ଓଡ଼ିଶା ପ୍ରତି ମୋଦି ସରକାରଙ୍କ ପ୍ରତିବଦ୍ଧତା । ରେଳ ବଜେଟରେ ଓଡ଼ିଶାକୁ ରେକର୍ଡ ଅନୁଦାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଓଡିଶା ପାଇଁ ପ୍ରଧାନମନ୍ତ୍ରୀଙ୍କ ହୃଦୟରେ ବିଶେଷ ସ୍ଥାନ ରହିଛି । ଆଗରୁ ଓଡିଶାକୁ ଯେପରି ଅର୍ଥ ଦରକାର ଥିଲା ତାହା ମିଳି ପାରୁନଥିଲା ମାତ୍ର ଆଜି ଯାହା ଦାବି କରାଯାଉଛି ତାହାଠୁ ଅଧିକ ମିଳୁଛି ।
#RailwayBudget #Recordgrant PMO India Narendra Modi #UnionRailwayMinister Ashwini Vaishnaw #Odisha #ArgusNews