ଆଉ ନାହାନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେଶକର। ମୁମ୍ବାଇର ଏକ ଘରୋଇ ହସ୍ପିଟାଲ୍ରେ ଆଜି ସକାଳ ୮ଟା ୧୨ ମିନିଟ୍ରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ୧୯୨୯ ସେପ୍ଟେମ୍ବର ୨୮ ତାରିଖରେ ଇନ୍ଦୋରରେ ଜନ୍ମ ହୋଇଥିଲେ ଲତା ମଙ୍ଗେଶକର।
#LataMangeshkar #passaway #Singer #Nomore #sadNews #ArgusNews