ରେଳ ବଜେଟରେ ଓଡ଼ିଶାକୁ ରେକର୍ଡ ଅନୁଦାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ଆଗରୁ ଓଡିଶାକୁ ଯେପରି ଅର୍ଥ ଦରକାର ଥିଲା ତାହା ମିଳି ପାରୁନଥିଲା ମାତ୍ର ଆଜି ଯାହା ଦାବି କରାଯାଉଛି ତାହାଠୁ ଅଧିକ ମିଳୁଛି ।
#UnionRailwayMinister #AshwiniVaishnav #Railwaybudget #thanked #PMModi #ArgusNews