ଆରମ୍ଭ ହେଲା ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ।
ରାଜ୍ୟ ସଭାପତି ସମୀର ମହାନ୍ତି, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ବିଜେପିର ରାଷ୍ଟ୍ରୀୟ ଉପ ସଭାପତି ବୈଜନ୍ତ ପଣ୍ଡା, ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ପୂର୍ବତନ ସଭାପତି ମନ ମୋହନ ସାମଲ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ପୂର୍ବତନ ସଭାପତି କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଙ୍କ ସମେତ ଦଳର ରାଜ୍ୟ କାର୍ଯ୍ୟକରିଣୀର ସଦସ୍ୟମାନେ ଉପସ୍ଥିତ ରହିଛନ୍ତି ।
#BJPMeetingstart #DharmendraPradhan #SamirMohanty #ArgusNews