ଗଞ୍ଜାମ ଜିଲ୍ଲା ଚିକିଟି ନିର୍ବାଚନ ମଣ୍ଡଳୀର ପାତ୍ରପୁର ପଞ୍ଚାୟତରେ ସ୍ଵାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବେ ଏକ ଦୈନନ୍ଦିନ ଖବରକାଗଜର ସାମ୍ବାଦିକ ନୀଳାଞ୍ଚଳ ପଟ୍ଟନାୟକ । ଲୋକଙ୍କ ସେବା କରିବା ପାଇଁ ରାଜନୀତିକୁ ଓହ୍ଲାଇ ଥିବା ସେ କହିଛନ୍ତି ।
#Ganjam #Chikiti #PanchayatElection2022 #OdishaElection2022 #Election2022 #OdishaNirbachan2022 #SarpanchaElection #Odisha #ArgusNews